Psalms 147:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।