Psalms 148:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର!ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!ସ୍ବର୍ଗରୁ ତାଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର! ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।