Psalms 148:10 — Compare Translations
5 translations compared side by side
Odia - 1840
"ସମସ୍ତ ବନ୍ଯ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
Odia IRV 2017 (ଓଡିଆ ବାଇବେଲ)
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;