Psalms 148:11 — Compare Translations
5 translations compared side by side
Odia - 1840
"ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ ତାଙ୍କର ପ୍ରଶଂସା କର। ପରମେଶ୍ବର ସମସ୍ତ ବିଚାରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର। ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।