Psalms 148:13 — Compare Translations

5 translations compared side by side

Odia - 1840
"ସମାନେେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ଯାତି ସ୍ବର୍ଗ ଏବଂ ପୃଥିବୀରେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
Odia IRV 2017 (ଓଡିଆ ବାଇବେଲ)
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।