Psalms 148:14 — Compare Translations
5 translations compared side by side
Odia - 1840
"ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତଣେୁ ସେ ତାଙ୍କର ବିଶ୍ବସ୍ତ ଲୋକମାନଙ୍କ ଦ୍ବାରା ପ୍ରଶଂସିତ ହୁଅନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।