Psalms 148:2 — Compare Translations

5 translations compared side by side

Odia - 1840
"ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।