Psalms 148:3 — Compare Translations
5 translations compared side by side
Odia - 1840
"ହେ ସୂର୍ୟ୍ଯ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର! ହେ ଆକାଶର ଦୀପ୍ତିମଯ ତାରାଗଣ ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର! ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।