Psalms 148:4 — Compare Translations
5 translations compared side by side
Odia - 1840
"ହେ ଉଚ୍ଚତମ ସ୍ବର୍ଗ, ତାଙ୍କର ପ୍ରଶଂସା କର! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।