Psalms 148:5 — Compare Translations

5 translations compared side by side

Odia - 1840
"ସମାନେେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।