Psalms 148:6 — Compare Translations

5 translations compared side by side

Odia - 1840
"ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ଯବସ୍ଥା ଦେଲେ ୟାହା କବେେ ହେଲେ ପରିବର୍ତ୍ତନ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।