Psalms 148:7 — Compare Translations

5 translations compared side by side

Odia - 1840
"ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମୁଦ୍ରର ମହାନ୍ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;