Psalms 148:8 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ଫ, ଏବଂ ପ୍ରଚଣ୍ଡ ବାଯୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ, ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
Odia IRV 2017 (ଓଡିଆ ବାଇବେଲ)
ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;