Psalms 149:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର!ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।