Psalms 149:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।