Psalms 149:3 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।