Psalms 149:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି। ସେ ସେମାନଙ୍କୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।