Psalms 149:5 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର!ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ । ସେମାନଙ୍କ କଣ୍ଠରେ ପରମେଶ୍ଵରଙ୍କ ଉଚ୍ଚ ପ୍ରଶଂସା ଥାଉ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର! ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
Odia IRV 2017 (ଓଡିଆ ବାଇବେଲ)
ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;