Psalms 149:6 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ହସ୍ତରେ ଦ୍ଵିବିଧ ଖଡ଼୍ଗ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖଡ଼୍ଗମାନ ଧରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।