Psalms 149:7 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ। ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,