Psalms 149:9 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ। ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।