Psalms 15:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?