Psalms 15:2 — Compare Translations

5 translations compared side by side

Odia - 1840
"କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ, ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।