Psalms 15:3 — Compare Translations

5 translations compared side by side

Odia - 1840
"ସହେିଭଳି ମନୁଷ୍ଯ ୟିଏ କବେେ ଅନ୍ୟମାନଙ୍କ ବିଷଯରେ ମିଥ୍ଯା କଥା କ ହେ ନାହିଁ। ସହେି ବ୍ଯକ୍ତି ୟିଏ କବେେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସହେି ବ୍ଯକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷଯରେ ମଧ୍ଯ କ ହେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ। ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।