Psalms 15:4 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ। ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।