Psalms 150:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ପରମେଶ୍ଵରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ତଳରେ ତାହାଙ୍କର ପ୍ରଶଂସା କର;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର! ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;