Psalms 150:2 — Compare Translations
5 translations compared side by side
Odia - 1840
"ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର । ତାହାଙ୍କ ଶ୍ରେଷ୍ଠ ମହତ୍ତ୍ଵାନୁସାରେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।