Psalms 150:3 — Compare Translations
5 translations compared side by side
Odia - 1840
"ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୂରୀ ଧ୍ଵନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର। ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।