Psalms 150:4 — Compare Translations
5 translations compared side by side
Odia - 1840
"ଦାରା ବାଦ୍ଯ ଓ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରାବାଦ୍ୟ ଓ ନୃତ୍ୟ ଦ୍ଵାରା ତାହାଙ୍କର ପ୍ରଶଂସା କର । ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।