Psalms 150:5 — Compare Translations

5 translations compared side by side

Odia - 1840
"ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ଵନିରେ ତାହାଙ୍କର ପ୍ରଶଂସା କର;
Odia Bible ERV 2004 (ପବିତ୍ର ବାଇବଲ)
ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
Odia IRV 2017 (ଓଡିଆ ବାଇବେଲ)
ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;