Psalms 150:6 — Compare Translations
5 translations compared side by side
Odia - 1840
"ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଃଶ୍ଵାସପ୍ରଶ୍ଵାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।