Psalms 16:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ମିକ୍ତାମ୍ (ଗୀତରନି ।) ହେ ପରମେଶ୍ଵର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭର ଶରଣାଗତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ମିକ୍ତାମ୍ ଗୀତ ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।