Psalms 16:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ। ଯେହେତୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ। ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ମୋ’ ପାଇଁ ଚିରଦିନ ନିତ୍ୟ ସୁଖ ଭୋଗ ଆଣିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”