Psalms 16:2 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁଙ୍କୁ କହିଅଛି, ସଦାପ୍ରଭୁ ତୁମ୍ଭେ ମାରେ ପ୍ରଭୁ। ମାରେ ୟାହା କିଛି ମଙ୍ଗଳମଯ ସେ ସବୁ ତୁମ୍ଭ କୃପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ କହିଅଛି, “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ। ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।