Psalms 16:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ୟାହାକିଛି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦଖାଇେ ଦିଅନ୍ତି ୟେ ସେ ସମାନଙ୍କେୁ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।