Psalms 16:4 — Compare Translations
5 translations compared side by side
Odia - 1840
"କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦବେତାମାନଙ୍କୁ ପୂଜା କରନ୍ତି, ସମାନେେ ଅଧିକ ଦୁଃଖ ପାଆନ୍ତି। ମୁଁ ସମାନଙ୍କେ ସହିତ ଏକମତ ହାଇପୋରିବି ନାହିଁ। ଯେଉଁମାନେ ସହେି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସମାନଙ୍କେର ନାମ ମୁଁ କବେେ ଉଚ୍ଚାରଣ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି। ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ। ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।