Psalms 16:5 — Compare Translations
5 translations compared side by side
Odia - 1840
"ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ଵରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।