Psalms 16:6 — Compare Translations

5 translations compared side by side

Odia - 1840
"ମାରେ ପ୍ରାପ୍ଯ ଅତି ଆଶ୍ଚର୍ୟ୍ଯଜନକ, ମାରେ ଅଧିକାର ମଧ୍ଯ ଅତି ସୁନ୍ଦର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ, ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।