Psalms 16:7 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମାେତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି। ଏପରିକି ରାତ୍ରିରେ ମଧ୍ଯ ସେ ତାଙ୍କର ଉପଦେଶକୁ ମାରେ ମନରେ ପ୍ରବେଶ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି। ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।