Psalms 16:8 — Compare Translations
5 translations compared side by side
Odia - 1840
"ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମାରେ ସମ୍ମୁଖରେ ରଖିଅଛି। ମୁଁ କବେେ ହେଲେ ତାଙ୍କର ଉପୟୁକ୍ତ ମାର୍ଗରୁ ବଞ୍ଚିତ ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି। ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।