Psalms 16:9 — Compare Translations
5 translations compared side by side
Odia - 1840
"ତଣେୁ ମାରେ ହୃଦଯ ଓ ଆତ୍ମା ଅତି ଆନନ୍ଦିତ ହବେ। ଏପରିକି ମାରେ ଶରୀର ନିରାପଦରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ। ଏପରିକି ମୋର ଶରୀର ନିରାପଦରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ।