Psalms 17:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଥରେ ଶୁଣ ଓ ମାେତେ ନ୍ଯାଯ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ବରରେ ଡ଼ାକୁ ଅଛି। ୟେ ହତେୁ ମୁଁ ନିଷ୍କପଟ, ତଣେୁ ୟାହା ମୁଁ କହୁଛି, ଦୟାକରି ମାରେ ପ୍ରାର୍ଥନାକୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ପ୍ରାର୍ଥନା ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି। ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି, ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର।