Psalms 17:10 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ ଅତ୍ଯନ୍ତ ଅହଂକାର ବଶତଃ ପରମେଶ୍ବରଙ୍କ କଥା ଶୁଣନ୍ତି ନାହିଁ। ସମାନେେ କବଳେ ନିଜ ବିଷଯ ଚିନ୍ତା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ। ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।