Psalms 17:11 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ ମାେତେ ଅନୁସରଣ କରୁଛନ୍ତି। ସମାନେେ ମାରେ ଚତୁର୍ଦ୍ଦିଗରେ ଘରେି ଗଲଣେି ଓ ସମାନେେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି। ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି।