Psalms 17:13 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍‍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର। ତୁମ୍ଭେ ଆପଣା ଖ‌ଡ଼୍‌ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;