Psalms 17:14 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରଯୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାୟ୍ଯ ପାଇଁ ଆସନ୍ତି। ସମାନଙ୍କେ ମଧ୍ଯରୁ ଅନକଙ୍କେର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସହେି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସମାନଙ୍କେର ଶିଶୁମାନଙ୍କର ଆବଶ୍ଯକତାକୁ ପୂରଣ କର। ସମାନଙ୍କେର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ୟେ, ୟାହା ସବୁଦିନ ପାଇଁ ସମାନଙ୍କେର ଆବଶ୍ଯକତା ପୂରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।