Psalms 17:15 — Compare Translations
5 translations compared side by side
Odia - 1840
"ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି। ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।