Psalms 17:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଶ୍ଚଯ ମାେ ବିଷଯରେ ଉଚିତ୍ ନ୍ଯାଯ ପ୍ରଦର୍ଶନ କରିବ, ତୁମ୍ଭେ ନିଶ୍ଚଯ ସତ୍ଯକୁ ଦେଖୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ, ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଛାମୁରୁ ମୋ’ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।