Psalms 17:3 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ହୃଦଯର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମାେ ସହିତ ଥିଲ। ତୁମ୍ଭେ ମାେତେ ପ୍ରଶ୍ନ କରିଛ ଏବଂ ମାଠାେରେ କିଛି ଭୁଲ ଦେଖିନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ। ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ’ଠାରେ କିଛି ଭୁଲ ଦେଖି ନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।