Psalms 17:5 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସି ଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।